The Ultimate Managed Hosting Platform
ADVERTISEMENT

ଆସନ୍ତା ୨ ଦିନ ରାଜ୍ୟରେ ଜାରି ରହିବ ଘନ କୁହୁଡି

Facebook
Twitter
LinkedIn

ଭୁବନେଶ୍ବର: ଆସନ୍ତା ଦୁଇଦିନ ରାଜ୍ୟର ଜାରି ରହିବ ଘନ କୁହୁଡ଼ି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡ଼ି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login