The Ultimate Managed Hosting Platform
ADVERTISEMENT

ଆସନ୍ତା ୬ରେ ଖୋଲିବ ହୀରାକୁଦ ଗେଟ

Facebook
Twitter
LinkedIn

ସମ୍ବଲପୁର : ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଗେଟ ଖୋଲିବା ନେଇ ସୂଚନା ଦେଲେ ହୀରାକୁଦ ମୁଖ୍ୟ ଯନ୍ତ୍ରୀ ସୁଶିଲ ବେହେରା । ସକାଳ ୧୦ ଟାରେ ପୂଜାର୍ଚ୍ଚନା ପରେ ଗେଟ୍ ଖୋଲାଯିବ । ହୀରାକୁଦ ତଳ ମୁଣ୍ଡର ଜଣ ସାଧାରଣଙ୍କୁ ସେହି ସମୟରେ ମହାନଦୀକୁ ନ ଯିବାପାଇଁ ସତର୍କ କଲେ କତୃପକ୍ଷ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login