The Ultimate Managed Hosting Platform
ADVERTISEMENT
The Ultimate Managed Hosting Platform

ଆସନ୍ତା ୭ ଯାଏଁ ବର୍ଷା ସମ୍ଭାବନା !

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା । କାଲି ମୟୂରଭଞ୍ଜ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । କୁଆ ପଥର ବର୍ଷା ସହ ୫୦ରୁ ୬୦ କିମି ବେଗରେ ପବନ ବହିବ । ବିଜୁଳି ଘଡଘଡି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଆଞ୍ଚଳିକ ପାଣିପାଗ କାର୍ୟ୍ୟାଳୟ ଦୁଇ ଦିନ ପରେ ରାଜ୍ୟରେ ପୁନର୍ବାର ଗ୍ରୀଷ୍ମ ପ୍ରବାହ ଫେରିବ ବୋଲି ପୂର୍ବାନୁମାନ କରିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ତାପମାତ୍ରା ୨-୪ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ପାଗ ପରିସ୍ଥିତିରେ ଏହି ହଠାତ୍ ପରିବର୍ତ୍ତନ କିଛି ଅଞ୍ଚଳକୁ ବର୍ଷାରୁ ଆଶ୍ୱସ୍ତି ଦେବାର ସମ୍ଭାବନା ଥିବାବେଳେ ଅନ୍ୟ ଅଞ୍ଚଳଗୁଡ଼ିକର ବାସିନ୍ଦା ବୃଦ୍ଧି ପାଉଥିବା ଗରମ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏଫଏମ କଲେଜର ନିଲମ୍ବିତ ପ୍ରିନସିପାଲ ଗିରଫ

ଏଫଏମ ଛାତ୍ରୀ ପୋଡି ଘଟଣାରେ କାର୍ଯ୍ୟରତ ସିକ୍ୟୁରିଟି ଗାର୍ଡଙ୍କୁ ପଚରାଉଚରା

ବାଲେଶ୍ୱର : କ୍ରାଇମବ୍ରାଞ୍ଚ ର ତଦନ୍ତର ସମ୍ମୁଖୀନ ହେଲେ ଏଫ୍ ଏମ କଲେଜର ସିକ୍ୟୁରିଟି ଗାର୍ଡ । କଲେଜ୍ ଫାଷ୍ଟ ଗେଟରେ କାର୍ୟ୍ୟରତ ସିକ୍ୟୁରିଟି ଗାର୍ଡଙ୍କୁ ଝାଳ...

ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ଆତ୍ମାହୁତି ଘଟଣା : କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ଆତ୍ମାହୁତି ଘଟଣା : କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି

ଭୁବନେଶ୍ୱର : ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି । ତୁରନ୍ତ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ବିଜେଡି। ପୋଲିସ ଅପାରଗତାକୁ ଦାୟୀ କରିଛି...

ADVERTISEMENT
ମାଧୁରୀ ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର

ମାଧୁରୀ ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର

ଭୁବନେଶ୍ୱର : ମାଧୁରୀ ଦୀକ୍ଷିତ ହେଲେ ଓଡିଶାର ହସ୍ତତନ୍ତର ନୂଆ ବ୍ରାଣ୍ଡ ଆମ୍ବାସଡର । ନୂଆ ବ୍ରାଣ୍ଡ ଆମ୍ବାସଡର ଭାବେ ମାଧୁରୀଙ୍କ ନାଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ...

Login