The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଆସିବ “ବିଶ୍ୱକର୍ମା” ଯୋଜନା, ଘୋଷଣା କଲେ ପ୍ରଧାନମନ୍ତ୍ରୀ

Facebook
Twitter
LinkedIn

ନୂଆଦିଲ୍ଲୀ : ଲାଲକିଲ୍ଲାରେ ନୂଆ ଯୋଜନା ଘୋଷଣା କଲେ ମୋଦି । ବିଶ୍ୱକର୍ମା ଜୟନ୍ତୀରେ ଆସିବ ନୂଆ ଯୋଜନା । ଏହି ଯୋଜନା ଦ୍ୱାରା ବିଶେଷ ବର୍ଗ ଲାଭବାନ୍ ହୋଇପାରିବେ । ସୁନାରୀ, ବୁଣାକାର, ରାଜମିସ୍ତ୍ରୀ, ବାରିକ ଏବଂ ଅନ୍ୟ କୁଶଳୀ କାରିଗରଙ୍କ ପାଇଁ ଆରମ୍ଭ ହେବାକୁ ଯାଉଛି ଏହି ଯୋଜନା । ଏହା ସେମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ । ଏହାକୁ ବିଶ୍ୱକର୍ମା ଜୟନ୍ତିଠାରୁ କାର‌୍ୟ୍ୟକାରୀ କରାଯିବ ବୋଲି ମୋଦୀ ଘୋଷଣା କରିଛନ୍ତି । ୧୩ରୁ ୧୫ ହଜାର କୋଟି ଟଙ୍କାରୁ ଏହି ଯୋଜନା ଆରମ୍ଭ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login