ଭୁବନେଶ୍ୱର :ଯାଜପୁର ସିଟି ।ଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ଗିରଫ । ଆସିଷ୍ଟାଣ୍ଟ କମିଶନର ବିୟ ଭୂଷଣ ତ୍ରିପାଠୀଙ୍କୁ ଗିରଫ କଲା ଭିଜିଲାନ୍ସ । ସରକାରୀ ଟିକସ ହେରଫେର ଅଭିଯୋଗରେ ରେଡ ପରେ ଗିରଫ । ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ୱର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।
Views: 40