The Ultimate Managed Hosting Platform
ADVERTISEMENT

ଆହୁରି ୩ ଦିନ ରାଜ୍ୟରେ ବର୍ଷିବ !

Facebook
Twitter
LinkedIn

ଭୁବନେଶ୍ୱର : ଆହୁରି ୩ ଦିନ ପ୍ରବଳ ବର୍ଷା । ଆସନ୍ତା ୧୭ ତାରିଖ ଯାଏଁ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ହେବ । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗର- ଉତ୍ତର ଆନ୍ଦ୍ୟପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତୀରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ୩ ଦିନ ବର୍ଷିବ । ଆଜି ପ୍ରବଳ ବର୍ଷା ପାଇଁ ଦୁଇ ଜିଲ୍ଲା କଳାହାଣ୍ଡି ଏବଂ ନବରଙ୍ଗପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତା ଗୁରୁବାର ଠାରୁ ପାଗରେ ପରିବର୍ତ୍ତନ ହେବ। ସେପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି ପଶ୍ଚିମ ରାଜସ୍ଥାନର କିଛି ଅଞ୍ଚଳରୁ ପ୍ରତ୍ୟାବର୍ତ୍ତନ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login