The Ultimate Managed Hosting Platform
ADVERTISEMENT

ଆହୁରି ୪ ଦିନ କାଳବୈଶାଖୀ !

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆହୁରି ୪ ଦିନ ବର୍ଷା ସମ୍ଭାବନା । ୨୪ ଘଣ୍ଟାରେ ବିଜୁଳି, ଘଡିଘଡି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ବ୍ୱାର୍ଣ୍ଣିଂ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ କୁଆପଥର ଓ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ବହିପାରେ ପବନ । ସେହିପରି ଆଜି ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଜାରି କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login