ଭୁବନେଶ୍ୱର : ଇଣ୍ଡିଆନ ରୋଡ୍ସ କଂଗ୍ରେସ ସମାବେଶରେ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀଙ୍କ ସମ୍ବୋଧନ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତତୃତ୍ୱରେ ଦେଶରେ ସଡକ ନିର୍ମାଣରେ ଦ୍ରୁତ ବିକାଶ ହୋଇଛି । ବିଭାଗ ପାଖରେ ୧୫ ଲକ୍ଷ କୋଟି ଟଙ୍କା ପଡିରହିଛି । ଅର୍ଥର କୈାଣସି ଅଭାବ ନାହିଁ , ମୁଖ୍ୟ ସମସ୍ୟା ହେଉଛି ଖର୍ଚ୍ଚ କରିବା । ଅର୍ଥ ଖର୍ଚ୍ଚ କରିବାକୁ ହେଲେ ସକାରତ୍ମକ ଚିନ୍ତା ଓ ଟ୍ରାନ୍ସପରେନ୍ସି ଆବଶ୍ୟକ । ଏଥିସହ ଶୀଘ୍ର ନିଷ୍ପତ୍ତି ନେବା ଦରକାର , ଯାହା ବି ନିଷ୍ପତ୍ତି ନିଅନ୍ତୁ ଶୀଘ୍ର ନିଅନ୍ତୁ । ସଚ୍ଚୋଟ ବି ହେବା ଦରକାର , ଶୀଘ୍ର ନିଷ୍ପତ୍ତି ମଧ୍ୟ ନେବା ଆବଶ୍ୟକ । ଦେଶକୁ ଆଗକୁ ନେବାକୁ ହେଲେ ଏସବୁ ଆବଶ୍ୟକ ।
୨୦୧୪ ପରେ ସଡ ନିର୍ମାଣ କ୍ଷେତ୍ରରେ ଅଧିକ ବିକାଶ ହୋଇଛି । ୧୧ ବର୍ଷରେ ୬୦ ପ୍ରତିଶତ ସଡକ ନିର୍ମାଣ ହୋଇଛି । ଗଡକରୀଙ୍କ ଭିଜନ ପାଇଁ ଆଜି ଦେଶର ସଡକପଥ ବିକଶିତ ହୋଇଛି । ଓଡିଶାକୁ ବିକଶିତ କରିବାକୁ ଭିଜନ ରଖାଯାଇଛି । ୨୦୨୯ ସୁଦ୍ଧା ୧ ହଜାର କିମି ରାସ୍ତା କରିବାକୁ ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ପୋର୍ଟ, ରାସ୍ତା ଓ ରେଳପଥର ବିକାଶକୁ ଗୁରୁତ୍ୱ ଦିଆଯାଉଛି । ୨୦୧୪-୨୪ ମଧ୍ୟରେ ସଡକ ପଥର ବିକାଶ ପାଇଁ ୧୦ ହଜାର କୋଟି ମିଳିଛି ।
ଇଣ୍ଡିଆନ ରୋଡ୍ସ କଂଗ୍ରେସ ଅଧିବେଶନ ; ଅର୍ଥର ଅଭାବ ନାହିଁ , ଶୀଘ୍ର ନିଷ୍ପତ୍ତି ନିଅନ୍ତୁ କହିଲେ ନୀତିନ ଗଡକରେ । ୨୦୨୯ ସୁଦ୍ଧା ହଜାରେ କିମି ରାସ୍ତା ନିର୍ମାଣ ଲକ୍ଷ୍ୟ
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











