The Ultimate Managed Hosting Platform
ADVERTISEMENT

ଇମ୍ରାନଙ୍କୁ ଘଣ୍ଟାଏରେ ହାଜର ନିଦେ୍ର୍ଦଶ

Facebook
Twitter
LinkedIn

ଇସଲାମବାଦ : ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗିରଫ ଘଟଣା । ମାମଲାରେ ହସ୍ତ କ୍ଷେପ କଲେ ପାକିସ୍ତାନ ସୁପ୍ରିମକୋର୍ଟ । ୧ ଘଣ୍ଟା ମଧ୍ୟରେ
ଇମ୍ରାନଙ୍କୁ ହାଜର ପାଇଁ ନିଦେ୍ର୍ଦଶ । ଘଣ୍ଟାଏ ଭିତରେ କୋର୍ଟରେ ହାଜର ପାଇଁ ସୁପ୍ରିମକୋର୍ଟଙ୍କ ନିଦେ୍ର୍ଦଶ । କୋର୍ଟ ଭିତରୁ ଉଠାଇ ନେବାକୁ ନାପସନ୍ଦ କଲେ ସୁପ୍ରିମକୋର୍ଟ । ଇସଲାମାବାଦ ଆଇଜି ଓ ହାଇକୋର୍ଟ ରେଜିଷ୍ଟ୍ରାରଙ୍କୁ ସମନ ଜାରି ।

୮ ଦିନିଆ ରିମାଣ୍ଡରେ ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ଇସଲାମବାଦ ହାଇକୋର୍ଟଙ୍କ ଅନୁମତି ପରେ ଇମ୍ରାନଙ୍କୁ ୮ଦିନିଆ ରିମାଣ୍ଡରେ ନେଇଛି ଏନଏବି। ଏପଟେ ଅଲ-କାଦିର ଟ୍ରଷ୍ଟ ଜମି ଦୁର୍ନୀତି ମାମଲାରେ ସବୁ ପ୍ରମାଣ ଇମ୍ରାନଙ୍କ ବିରୋଧରେ ଥିବା କହିଛନ୍ତି ପାକ୍ ପ୍ରଧାନମନ୍ତ୍ରୀ ସେହବାଜ ସରିଫ। ଇମ୍ରାନଙ୍କ ଗିରଫ ପରେ ପାକିସ୍ତାନରେ ଗୃହ ଯୁଦ୍ଧ। ସାରା ଦେଶରେ ଜଳୁଛି ନିଆଁ। ପୋଡ଼ାଜଳା, ଭଙ୍ଗାରୁଜା, ଢେଲାମାଡ଼। ଲାହୋରରୁ ପେଶାଓ୍ଵାର, ରାଓ୍ଵଲପିଣ୍ଡିରୁ କରାଚି। ପିଟିଆଇ ସମର୍ଥକଙ୍କ ବ୍ୟାପକ ହିଂସାକାଣ୍ଡ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଉତ୍ତରକାଶୀରେ ବାଦଲ ଫଟା ବର୍ଷା, ବାଦଲଫଟା ବର୍ଷାରେ ଭାସିଗଲା ଘର

ଉତ୍ତରକାଶୀରେ ବାଦଲ ଫଟା ବର୍ଷା, ବାଦଲଫଟା ବର୍ଷାରେ ଭାସିଗଲା ଘର

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ବାଦଲଫଟା ବର୍ଷା । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା ଯୋଗୁ ଭୂସ୍ଖଳନ । ବାଦଲଫଟା ବର୍ଷା ଓ ଭୂସ୍ଖଳନ ଯୋଗୁଁ ଜନଜୀବନ...

ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ

ନୂଆଦିଲ୍ଲୀ : ଜମ୍ମୁକାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ୭୯ ବର୍ଷ ବୟସରେ ସତ୍ୟପାଲ ମଲ୍ଲିକଙ୍କ ପରଲୋକ । ଆରଏମଏଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ...

ADVERTISEMENT
ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା : ରିପୋର୍ଟ ମାଗିଲେ ଆରଡିସି

ଭୁବନେଶ୍ୱର : ଏମକେସିଜିରେ ଗୋଟିଏ ସିଲିଣ୍ଡର ୨ ଶିଶୁଙ୍କୁ ଦିଆଯିବା ଘଟଣା । ଏମକେସିଜି ଅଧକ୍ଷଙ୍କୁ ରିପୋର୍ଟ ମାଗିଲେ ଦକ୍ଷିଣାଞ୍ଚଳ ଆରଡିସି । ସୋସିଆଲ ମିଡିଆର ଏକ...

Login