The Ultimate Managed Hosting Platform
ADVERTISEMENT

ଉତ୍ତମ ମହାନ୍ତିଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Facebook
Twitter
LinkedIn

ଭୁବନେଶ୍ୱର : ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଉତ୍ତମଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ପାଖରୁ ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ । ଏଥିସହ ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନଙ୍କ ସହ କଥା ହୋଇଛନ୍ତି ଧର୍ମେନ୍ଦ୍ର । ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଉତ୍ତମ ମହାନ୍ତିଙ୍କୁ ଶନିବାର ଭୁବନେଶ୍ବରରୁ ଏୟାରଲିଫ୍ଟ କରାଯାଇ ଦିଲ୍ଲୀ ନିଆଯାଇଛି । ତା ପୂର୍ବରୁ ସେ ଭୁବନେଶ୍ବ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଓଲିଉଡ୍ ଓ ଶୁଭେଛୁମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login