The Ultimate Managed Hosting Platform
ADVERTISEMENT

ଉତ୍ତରାଖଣ୍ଡରେ ଭୂସ୍ଖଳନ, ଭୁଶୁଡିଲା ପୋଲ

Facebook
Twitter
LinkedIn

ନୂଆଦିଲ୍ଲୀ : ଉତ୍ତରାଖଣ୍ଡରେ ଭୂସ୍ଖଳନର । ଚମୋଲିରେ ପୁଣି ପ୍ରକୃତି ରଚିଲା ତାଣ୍ଡବ । ଚମୋଲି ଗୋବିନ୍ଦଘାଟରେ ଆଜି ସକାଳେ ପାହାଡ ଧସିଛି । ଫଳରେ ଭୂସ୍ଖଳନ କାରଣରୁ ହେମକୁଣ୍ଡ ସାହିବକୁ ଯୋଡୁଥିବା ପୋଲ ଭୁଶୁ଼ଡି ପଡିଛି । ଚମୋଲି ଜିଲ୍ଲାରେ ହିମସ୍ଖଳନର ଭୟ ମନରୁ ଯାଇ ନଥିବା ବେଳେ ପୁଣି ଭୂସ୍ଖଳନ ଭୟ ଲୋକଙ୍କୁ ଘାରିଛି ।ପୋଲ ଭୁଶୁଡିବା ଯୋଗୁଁ ପୁଲନା, ଧାନ୍ଧାରିୟା, ହେମକୁଣ୍ଡ ସାହିବ ଏବଂ ଫୁଲେ ଘାଟିର ଯିବାଆସିବା ସବୁ କିଛି ବନ୍ଦ ହୋଇଛି । ପୋଲ ସେପଟେ ଥିବା ସମସ୍ତ ଗାଁର ଲୋକ ଯିବାଆସିବାରେ ବାଧାପ୍ରାପ୍ତ ହୋଇଛି । ଗାଡିରେ ଯାଇଥିବା ଲୋକ ଅଳକାନନ୍ଦା ନଦୀର ଆରପଟରେ ଫସିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login