The Ultimate Managed Hosting Platform
ADVERTISEMENT

ଉତ୍ତର ଭାରତର ୫ ରାଜ୍ୟକୁ ହାଇ ଆଲର୍ଟ

Facebook
Twitter
LinkedIn

ନୂଆଦିଲ୍ଲୀ ; ଭାରତର ଉଗ୍ରରୂପ ଦେଖି ପାକ୍ ହେଲା ଆତଙ୍କିତ । ଅପରେସନ୍ ସିନ୍ଦୂର ପରେ ପାକିସ୍ତାନର ହଜିଛି ନିଦ । ପାକ୍ ଆକ୍ରମଣ ଭିତରେ ସୁରକ୍ଷା ଦୃଷ୍ଟିରୁ ୫ ରାଜ୍ୟକୁ ହାଇଆଲର୍ଟ । ଉତ୍ତର ଭାରତର ୫ ରାଜ୍ୟକୁ ହାଇଆଲର୍ଟ । ଜମ୍ମୁ କାଶ୍ମୀର, ପଞ୍ଜାବ , ରାଜସ୍ଥାନ , ଗୁଜରାଟ , ୟୁପିରେ ଆଲର୍ଟ । ଏପଟେ ଆରବ ସାଗରରେ ନୌସେନାର ଯୁଦ୍ଧାଭ୍ୟାସ । ବିଭିନ୍ନ ସ୍ଥାନରେ ସେନାର ଚାଲିଛି ଜୋରଦାର ଅପରେସନ୍ ।
ଏକା ସାଙ୍ଗରେ ଜଳ, ସ୍ଥଳ ଓ ଆକାଶରୁ ଶତ୍ରୁରାଷ୍ଟ୍ର ପାକିସ୍ତାନ ଉପରେ ଆକ୍ରମଣ କରିଛନ୍ତି ଭାରତୀୟ ସେନା ।ପ୍ରଚଣ୍ଡ ଆକ୍ରମଣରୁ ବର୍ତ୍ତିପାରିଲାନି ଇସାଲାମାବାଦ, ଲାହୋର, ରାୱଲପିଣ୍ଡି, ପେଶାୱର ସମେତ ୧୦ରୁ ଅଧିକ ସହର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login