The Ultimate Managed Hosting Platform
ADVERTISEMENT

ଋଷ ଓ ଆମେରିକା ମଧ୍ୟରେ ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ !

Facebook
Twitter
LinkedIn

ନୂଆଦିଲ୍ଲୀ : ଋଷ ଉପରେ ଆକ୍ରମଣ ପାଇଁ ଯୁଦ୍ଧ ବିମାନ ପଠାଇଲା ଆମେରିକା । ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଛି । ଗୋଟିଏ ପରେ ଋଷ ଗୋଟିଏ ପରେ ଗୋଟିଏ ମିସାଇଲ ଆକ୍ରମଣ କରି ୟୁକ୍ରେନରଅନେକ ସହରକୁ କବଜା କରିଲାଣି । ସେପଟେ ଚୁପ୍ ଥିବା ଆମେରିକା ଋଷ ଅଭିମୁଖେ ବୋମାବର୍ଷୀ ବିମାନ ପଠାଇଥିବା ଏ ନେଇ ସୂଚନା ମିଳିଛି । ଗୁରୁବାର ସକାଳେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୋଲାଖୋଲି ଭାବେ ୟୁକ୍ରେନ ବିରୋଧରେ ସାମାରିକ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ରୁଷ ସୈନ୍ୟମାନେ ୟୁକ୍ରେନ ଭିତରେ ପଶି ୟୁକ୍ରେନ ଉପରେ ଆକ୍ରମଣ କରିଛନ୍ତି। ତେବେ କିଭ୍ ରେ ପ୍ରଚଣ୍ଡ ବିସ୍ପୋରଣ ହୋଇଛି । ଦୀର୍ଘ ଦିନ ହେବ ରୁଷ ପକ୍ଷରୁ ସୀମାରେ ଯୁଦ୍ଧାଭ୍ୟାସ କରାଯାଉଥିଲା। ଏଥିସହ ୟୁକ୍ରେନକୁ ରୁଷ ପଟୁ ଘେରାବନ୍ଦୀ କରିଥିଲା। ଏସବୁ ଭିତରେ ପୁଟିନ ମିଲାଟାରୀ ଅପରେସନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କ୍ରିମିୟା ଓ ବେଲାଋଷ ମଧ୍ୟ ୟୁକ୍ରେନ ଉପରେ ଆକ୍ରମଣ ମଧ୍ୟ କରିଥିବା ସୂଚନା ମିଳିଛି । ଏଥିସହ ସେ ୟୁକ୍ରେନକୁ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଦୁଇ ଦିନ ତଳେ ପୁଟିନ ୟୁକ୍ରେନର ଦୁଇଟି ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ସ୍ଥାନର ମାନ୍ୟତା ଦେଇଥିଲେ। ଏହାକୁ ନେଇ ତୀବ୍ର ତିକ୍ତତା ଦେଖିବାକୁ ମିଳିଛି। ରୁଷ ଆଡ଼ୁ ଥିବା ବିପଦକୁ ଦୃଷ୍ଟିରେ ରଖି ନିଜ ଦେଶରେ ୩୦ ଦିନ ପାଇଁ ଜାତୀୟ ଜରୁରୀ ପରିସ୍ଥିତି ଲାଗୁ କରିଛି ୟୁକ୍ରେନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login