The Ultimate Managed Hosting Platform
ADVERTISEMENT

ଏଥର ମୋହନଲାଲଙ୍କୁ ମିଳିବ ଦାଦାସାହେବ ଫାଲକେ ପୁରସ୍କାର

Facebook
Twitter
LinkedIn

ମୁମ୍ବାଇ : ମାଲାୟଲମ ସୁପରଷ୍ଟାର ମୋହନଲାଲଙ୍କୁ ଦାଦାସାହେବ ଫାଲକେ ପୁରସ୍କାରରେ କରାଯିବ ସମ୍ମାନିତ । ଏହା ଭାରତୀୟ ଚଳଚ୍ଚିତ୍ର ତାରକାଙ୍କ ପାଇଁ ଦେଶର ସର୍ବୋଚ୍ଚ ସମ୍ମାନ । ଏହି ପୁରସ୍କାର ୨୩ ସେପ୍ଟେମ୍ବର, ୨୦୨୫ରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ପ୍ରଦାନ କରାଯିବ ।ତାଙ୍କୁ ପୂର୍ବରୁ ୫ଟି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ପଦ୍ମଭୂଷଣରେ ସମ୍ମାନିତ କରାଯାଇଛି । ମୋହନଲାଲ ଚାରି ଦଶନ୍ଧିରୁ ଅଧିକ ସମୟ ଧରି ତାଙ୍କ କ୍ୟାରିଅରରେ ୪୦୦ ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ସେ କେବଳ ମାଲାୟଲମରେ ନୁହେଁ ବରଂ ତାମିଲ, ତେଲୁଗୁ ଏବଂ ହିନ୍ଦୀ ଫିଲ୍ମ ଜଗତରେ ଯଥେଷ୍ଟ ପ୍ରସିଦ୍ଧି ଅର୍ଜନ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login