ମାଲକାନଗିରି : ଏନକାଉଣ୍ଟରରେ ଟପ ୩ ମାଓନେତା ନିହତ । ମାଲକାନଗିରି ସୀମାନ୍ତ ମରଡପଲ୍ଲୀ ଜଙ୍ଗଲରେ ଏନକାଉଣ୍ଟର । ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି । ଜଙ୍ଗଲ ମଧ୍ୟରେ ମାଓବାଦୀ ଲୁଚିଥିବା ନେଇ ସର୍ଚ୍ଚ ଅପରେସନ । ପୋଲିସ ମାଓବାଦୀ ଗୁଳିବିନିମୟରେ ୩ ଟପ କ୍ୟାଡ଼ର ମାଓବାଦୀ ନିହତ। ସେମାନଙ୍କ ମୁଣ୍ଡ ପାଇଁ ଦେଢ କୋଟିରୁ ଅଧିକ ଟଙ୍କାର ପୁରସ୍କାର ରାଶି । ମାଲକାନଗିରି ଜିଲ୍ଲା ସୀମାନ୍ତ ମରଡ଼ପଲ୍ଲୀ ଜଙ୍ଗଲରେ ଆନ୍ଧ୍ର ଗ୍ରେହାଉଣ୍ଡ ଏବଂ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏନକାଉଣ୍ଟରରେ ସେଣ୍ଟ୍ରାଲ କମିଟି ମେମ୍ବର ସମେତ ୩ ଟପ୍ କ୍ୟାଡ଼ର ମାଓବାଦୀ ନିହତ ହୋଇଛନ୍ତି ।
Views: 30