The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଏନକାଉଣ୍ଟରରେ ଟଳିପଡିଲେ ୨ ନକ୍ସଲ

Facebook
Twitter
LinkedIn

ମାଲକାନଗିରି : ଛତିଶଗଡ଼ ସୁକମା ଜିଲ୍ଲା ଭେଜି ଜଙ୍ଗଲରେ ଯବାନ-ମାଓବାଦୀ ମୁହାଁମୁହିଁ। ଏନକାଉଣ୍ଟରରେ ଟଳିପଡିଲେ ୨ ନକ୍ସଲ। ପୋଲିସ୍ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଦୁଇ ଜଣଙ୍କ ନାଁରେ ୧୩ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା।ଏଲଓଏସ କମାଣ୍ଡର ମଡକମ ନାଁରେ ୮ ଲକ୍ଷ ଓ ମହିଳା ମାଓବାଦୀ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଡିଆରଜି ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଛି। ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ। ଏବେବି ଡିଆରଜି ଏବଂ ସିଆରିଏଫ ଯବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଜାରି ରହିଛି। ଦୁଇ ଦିନରେ ଏନକାଉଣ୍ଟରରେ ୪ ମାଓବାଦୀ ନିହତ ହେଲେଣି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login