The Ultimate Managed Hosting Platform
ADVERTISEMENT

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

Facebook
Twitter
LinkedIn

ଭୁବନେଶ୍ୱର : ଏପ୍ରିଲ ୨ରୁ ରାଜ୍ୟରେ ସକାଳୁଆ ସ୍କୁଲ । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା । ଗ୍ରୀଷ୍ଣ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ନିଷ୍ପତ୍ତି । ଦିନ ୧୧ଟାରୁ ଅପରାହ୍ନ ୩ଟା ଶ୍ରମିକଙ୍କୁ କାମ କରାଇବା ମନା । ଯେଉଁ ମାଲିକ କାମ କରାଇବେ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ହେବ। ଜଳଛତ୍ର ଖୋଲିବା ସହ ଟ୍ୟୁବୱେଲ ଖନନ ହେବ। ଏ ନେଇ ୩ଶହ କୋଟି ଦିଆଯାଇଛି । ଅଘୋଷିତ ବିଜୁଳି କାଟ ହେବନି। ଘୋଷିତ ବିଜୁଳି କାଟ ବେଶି ସମୟ ହେବନାହି ବୋଲି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login