The Ultimate Managed Hosting Platform
ADVERTISEMENT

ଏମସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା !

Facebook
Twitter
LinkedIn

ଭୁବନେଶ୍ୱର : ଏମସ କର୍ମଚାରୀଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୁତ୍ତ । ଡ୍ୟୁଟି ଆସିବା ବେଳେ ଲ୍ୟାବ ଆସିଷ୍ଟାଣ୍ଟଙ୍କୁ ଗୁଳିମାଡ । ରଣସିଂପୁରରେ ଗୋଡାଇ ଗୋଡାଇ କଲେ ଦୁର୍ବୁତ୍ତ । ଗୁରୁତର ଅବସ୍ଥାରେ ଏମସରେ ଭର୍ତ୍ତି ପରେ ମୃତ୍ୟୁ ଘୋଷଣା । ମୃତକ ଏମସର ଜଣେ ଆଉଟ ସୋର୍ସିଂ କର୍ମଚାରୀ। ସେ ଲ୍ୟାବ ଆସିଷ୍ଟାଣ୍ଟ ଭାବେ କାମ କରୁଥିଲେ । ମୃତକ ଖଣ୍ଡଗିରି ଥାନା ସରକନ୍ତରା ଗାଁର ସୁଧାଂଶୁ ଖୁଣ୍ଟିଆ। ଜାଗା ବାଡ଼ି ବିବାଦ ପାଇଁ ସୁଧାଂଶୁଙ୍କୁ ହତ୍ୟା କରାଯାଇଥିବା ଅଭିଯାଗ ହୋଇଛି। ସୁଧାଂଶୁଙ୍କ ଦାଦା ପୁଅ ହିଁ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ସମ୍ପର୍କୀୟ। ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ପୋଲିସ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login