ନୂଆଦିଲ୍ଲୀ : ଏଲପିଜି ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି ନିଷ୍ପତ୍ତି । ସୂଚନା ଦେଲେ ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ । ପିଏମୟୁବ୍ୱାଇ ହିତାଧିକାରୀ ଏଣଇକି ୫ ଶହ ବଦଳରେ ୫୫୦ ଦେବେ । ଦିଲ୍ୀର ହିତାଧିକାର ୮୦୩ ବଦଳରେ ୮୫୩ ଟଙ୍କା ଦେବେ । ଭୁବନେଶ୍ୱରରେ ୮୨୯ ବଦଳରେ ୮୭୯ ଟଙ୍କା ଦେୟ ପଡିବ । ଏପରିକି ଉଜ୍ଜ୍ବଳା ଯୋଜନାରେ ମିଳୁଥିବା ଗ୍ୟାସ୍ ସିଲିଣ୍ଡରର ଦାମ ମଧ୍ୟ ବଢ଼ାଇଛନ୍ତି । ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂ ପୁରୀ କହିଛନ୍ତି, ଅନ୍ତରାଷ୍ଟ୍ରୀୟ ବଜାରରେ ମୂଲ୍ୟ ବୃଦ୍ଧି ଘଟୁଥିବା ବେଳେ ଏଠାରେ କମୁଛି । ରୋଷେଇ ଗ୍ୟାସ ସିଲିଣ୍ଡରରେ ୫୦ ଟଙ୍କା ବଢ଼ାଇବାକୁ ନିଷ୍ପତ୍ତି ନେଇଛୁ । ଆଗାମୀ ଦିନରେ ଏହାର ସମୀକ୍ଷା କରାଯିବ । ମୂଲ୍ୟ ବୃଦ୍ଧି ପରେ ଏବେ ଓଡ଼ିଶାରେ ୮୭୯ ଟଙ୍କା ଦେଇ ୧୪ କେଜି ଏଲପିଜି ଗ୍ୟାସ୍ ସିଲିଣ୍ଡର କିଣିବାକୁ ପଡ଼ିବ । ପୂର୍ବରୁ ୮୨୯ ଟଙ୍କାରେ ଖାଉଟୀ ପାଉଥିଲେ । ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦର ହୁତୁ ହୁତୁ ହୋଇ ବଢ଼ି ଚାଲିଥିବା ବେଳେ ଗ୍ୟାସ ଦର ବୃଦ୍ଧି ଗରିବ, ମଧ୍ୟବିତ୍ତ ପରିବାରଙ୍କ ପାଇଁ କୋରଡ଼ା ମାଡ଼ ସଦୃଶ୍ୟ ହୋଇଛି ।
ଏଲପିଜି ସିଲିଣ୍ଡର ୫୦ ଟଙ୍କା ବୃଦ୍ଧି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











