The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

Facebook
Twitter
LinkedIn

ଭୁବନେଶ୍ୱର : ଓଏସଏସସି ପରୀକ୍ଷା ସ୍କାମ ମାମଲା । ସିବିଆଇ ତଦନ୍ତ ଦାବି କଲା ବିଜେପି । ରାଜ୍ୟ ବିଜେପି ସଭାପତି ମନମୋହନଙ୍କ ପ୍ରତିକ୍ରିୟା । ନୈତିକତା ଓ ସ୍ପଷ୍ଟତା ପାଇଁ ସରକାର ଏହା କରନ୍ତୁ । ଛାତ୍ରଛାତ୍ରୀଙ୍କ ନ୍ୟାୟ ପାଇଁ ଏହା କରନ୍ତୁ ସରକାର । ଯଦି ଏହା ନ କରିବେ ଆମେ ବିକଳ୍ପ ଚିନ୍ତା କରିବୁ । ସିବିଆଇ ତଦନ୍ତ କେମିତି କରିବ ଆମେ ପଦକ୍ଷେପ ନେବୁ । ସିବିଆଇ ତଦନ୍ତ ହେଲେ ସବୁ ସ୍ପଷ୍ଟ ହୋଇଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login