The Ultimate Managed Hosting Platform
ADVERTISEMENT

ଓଟିଇଟି ପ୍ରଶ୍ନପତ୍ର ଲିକ : ୬ ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ଓଟିଇଟି ପ୍ରଶ୍ନ ପତ୍ର ଲିକ ମାମଲାରେ ୬ ଜଣ ଗିରଫ । ପ୍ରେସମିଟରେ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଡିଜି । ଡାଟା ଏଣ୍ଟ୍ରି ଅପରେଟର ଜରିଆରେ ଲିକ ହୋଇଛି । ଡାଟା ଣ୍ଟ୍ରେ ଅପରେଟର ଜିତନ ମହାରଣା ସମ୍ପୃକ୍ତ । ଗିରଫ ଅଭିଯୁକ୍ତମାନେ ହେଲେ ଜୀତନ ମହାରାଣା, ବିଜୟ କୁମାର ମିଶ୍ର, ସନାତନ ବିଶୋୟୀ, ରାମଜୀ ପ୍ରସାଦ ଗୁପ୍ତା, ଅଜୟ କୁମାର ସାହୁ ଓ ଜୟନ୍ତ କୁମାର ରାଉତ। ତାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଯିବାର ପ୍ରମାଣ ମିଳିଛି । ଏହି ପ୍ରଶ୍ନପତ୍ର ଲିକ୍ ବାଲେଶ୍ବରରୁ କୋରାପୁଟ ପର୍ୟ୍ୟନ୍ତ ବ୍ୟାପିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ନ୍ୟାୟ ପାଇଁ ପୁଣି ଥରେ ଜିଲ୍ଲାପାଳଙ୍କ ନିକଟରେ ଅନୁରୋଧ କଲେ ପିହୁଙ୍କ ମାଆ

ଭୁବନେଶ୍ୱର : କୁନି ଝିଅ ପିହୁକୁ ଅପହରଣ ହେବାକୁ ବିତିଲାଣି ୫ ବର୍ଷ । ହେଲେ ଏପର୍ଯ୍ୟନ୍ତ ପିହୁର ପତ୍ତା ମିଳୁନି । ଯାଜପୁର ଜିଲ୍ଲା ବିଂଝାରପୁର...

Login