The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ

Facebook
Twitter
LinkedIn

ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି କଂଗ୍ରେସ କ୍ଷମତାକୁ ଆସି ପାରିବନି । ୧୯ ବର୍ଷ ବିରୋଧୀ ଆସନରେ ବସିବା ପରେ ବି କ୍ଷମତାକୁ ଆସି ପାରିଲେନି । ଆଜି ସେମାନେ ତୃତୀୟରୁ କିପରି ଏକ ନମ୍ବରକୁ ଯିବେ । ଭୁବନେଶ୍ୱର ଏମସ ବାଜପେୟୀ କରିଥିଲେ , ଦିଲ୍ଲୀ ପରେ ଏହା ଥିଲା ୨ୟ ଏମସ । ମିଥ୍ୟା ଉପରେ କଂଗ୍ରେସ ଦଳ ଆଧାରିତ । ଭ୍ରଷ୍ଟାଚାର ବ୍ୟଭିଚାର ଯୋଗୁଁ କଂଗ୍ରେସକୁ କେହି ଗ୍ରହଣ କରୁ ନାହାନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

ଗଞ୍ଜେଇ ମାଫିଆଙ୍କୁ ସାଧା ପୋଷାକରେ ଧରିବାକୁ ଆସି ଛେଚା ଖାଇଲେ ପୋଲିସ

ଗଞ୍ଜେଇ ମାଫିଆଙ୍କୁ ସାଧା ପୋଷାକରେ ଧରିବାକୁ ଆସି ଛେଚା ଖାଇଲେ ପୋଲିସ

ଭବାନୀପାଟଣା : ମହଙ୍ଗା ପଡିଲା ସାଦା ପୋଷାକରେ ଚଢ଼ାଉ । ଗଞ୍ଜେଇ ମାଫିଆକୁ ଧରିବାକୁ ଆସି ପୋଲିସ ହଟହଟ୍ଟା । ଚୋର ସନ୍ଦେହରେ ନିସ୍ତୁକ ପିଟିଲେ ଗାଁ...

Login