The Ultimate Managed Hosting Platform
ADVERTISEMENT

ଓଡିଶାରେ ପିଏମ-ଉଷା ଶୁଭାରମ୍ଭ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ‘ପିଏମ୍- ଉଷା’ର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପିଏମ୍-ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଆଜି କୃଷିଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଉପସ୍ଥିତ ଥିଲେ। ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ କେନ୍ଦ୍ର ସରକାରଙ୍କ ଶିକ୍ଷା ବିଭାଗର ଅତିରିକ୍ତ ଶାସନ ସଚିବ ସୁନୀଲ ବର୍ଣ୍ଣୱାଲଙ୍କ ମଧ୍ୟରେ ଏହି ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login