The Ultimate Managed Hosting Platform
ADVERTISEMENT

ଓଡିଶାର ୧୨ଟି ଜାଗାରେ ହେବ ମକଡ୍ରିଲ

Facebook
Twitter
LinkedIn

ଭୁବନେଶ୍ୱର : ଓଡ଼ିଶାରେ ୧୨ଟି ସ୍ଥାନରେ ମକଡ୍ରିଲ କରାଯିବ । ବଢ଼ିଲା ଯୁଦ୍ଧ ସମ୍ଭାବନା । ମେ ୭ରେ ପ୍ରତିରକ୍ଷା ପ୍ରସ୍ତୁତି ଡ୍ରିଲ କରିବେ କିଛି ରାଜ୍ୟ । ପ୍ରତିରକ୍ଷା ଦୃଷ୍ଟିକୋଣରୁ ଓଡ଼ିଶା ବେଶ ଗୁରୁତ୍ବ ବହନ କରୁଛି । ବାଲେଶ୍ବର ଚାନ୍ଦିପୁରରେ ରହିଛି ଓଞଜ କ୍ଷେପଣାସ୍ତ୍ର ଘାଟି। ଧାମରାରେ ଅଛି ଅବଦୁଲ କାଲାମ ହ୍ବିଲର ଦ୍ବୀପ । ସୁନାବେଡ଼ାରେ ରହିଛି ମିଗ୍ ବିମାନ କାରଖାନା । ତେଣୁ ପ୍ରତିରକ୍ଷା ଦୃଷ୍ଟିକୋଣରୁ ଓଡ଼ିଶା ବି ଗୁରୁତ୍ବ ବହନ କରୁଛି । ଏସବୁ ସ୍ଥାନରେ ସୁରକ୍ଷା ଦୃଷ୍ଟିକୋଣରୁ ମକଡ୍ରିଲ କରାଯିବାର ସୂଚନା ରହିଛି ।ଧାମରା, ଚାନ୍ଦିପୁର, ଭୁବନେଶ୍ୱର, କଟକ, ପୁରୀ, ଭଦ୍ରକ, କେନ୍ଦ୍ରାପଡା, ଗୋପାଳପୁର, ପାରାଦୀପରେ ଏହି ମକ୍ଡ୍ରିଲ୍ ହେବ । ଏହାସହ ଅନ୍ୟ ୩ଟି ସ୍ଥାନରେ ବି ହୋଇପାରେ ମକ୍ଡ୍ରିଲ୍ । ଏହାପୂର୍ବରୁ ରବିବାର ଫିରୋଜପୁର କ୍ୟାଣ୍ଟନମେଣ୍ଟ ଅଞ୍ଚଳରେ ୩୦ମିନିଟ୍ ପାଇଁ ବ୍ଲାକଆଉଟ ଅଭ୍ୟାସ କରାଯାଇଥିଲା । ଯେଉଁଥିରେ ରାତି ୯ଟାରୁ ୯ଟା ୩୦ମିନିଟ୍ ପର୍ୟ୍ୟନ୍ତ ଲାଇଟ୍ ବନ୍ଦ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login