ଆଠଗଡ : ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟିଲା ଟ୍ରକ । ନୂଆ ଆଙ୍କୁଲା ଛକ ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଦୁର୍ଘଟଣା । ଡ୍ରାଇଭର ମୃତ୍ୟୁ ବରଣ କରିଥିବା ବେଳେ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି ।
Views: 75
ଆଠଗଡ : ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟିଲା ଟ୍ରକ । ନୂଆ ଆଙ୍କୁଲା ଛକ ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଦୁର୍ଘଟଣା । ଡ୍ରାଇଭର ମୃତ୍ୟୁ ବରଣ କରିଥିବା ବେଳେ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି ।
ଉଦଳା : ଘରେ ପଶି ହାଣିଲେ , ବନ୍ଧୁକ ଦେଖାଇ ଲୁଟିନେଲେ ସୁନା ଗହଣା । କପ୍ତିପଦା ଥାନା ଝିଙ୍କପଦା ଗାଁ ଜଣଙ୍କ ଗରୁ ଲୁଟ ଅଭିଯୋଗ...
ଭୁବନେଶ୍ୱର : ବିଏମସି ଅଞ୍ଚଳରେ ଅଛନ୍ତି ୪୭, ୧୨୬ ବୁଲା କୁକୁର । ୨୩, ୦୪୭ ଅଣ୍ଡିରା , ୧୫,୫୫୨ ମାଇ କୁକୁର ସହ ୧୧୨୪ଟି ଛୁଆ...
ଭୁବନେଶ୍ୱର : ବିଜେପି ଓ ବିଜେଡି ବଡ ବେପାରୀ ଦଳ , ଆମେ ଲୋକଙ୍କ ଦଳ କହିଲେ ତାରା । କଂଗ୍ରେସ ପ୍ରାର୍ଥୀ ଆଦିବାସୀ , ସେଠି...
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...