The Ultimate Managed Hosting Platform
ADVERTISEMENT

ଓଲଟିଲା ବୋଲେରୋ; ୧୦ ଆହତ

Facebook
Twitter
LinkedIn

ଖଲ୍ଲିକୋଟ : ଡିଭାଇଡରକୁ ପିଟି ଓଲଟିଲା ବୋଲୋରୋ । ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି । ୧୦ ଆହତଙ୍କ ମଧ୍ୟରୁ ୮ ଜଣ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଏନଏଚ ୧୬ କେସପୁର ଛକ ସିଙ୍ଗଡାପଲ୍ଲୀ ନିକଟରେ ଦୁର୍ଘଟଣା । ମାଲକାନଗିରି ବାଲିମେଳାରୁ ପୁରୀ ବୁଲିବାକୁ ଯାଉଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login