The Ultimate Managed Hosting Platform
ADVERTISEMENT

ଓଲଟିଲା ମଦ ବୋଝେଇ ଟ୍ରକ, ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

ପାରାଦୀପ : ଓଲଟିଲା ମଦ ବୋଝେଇ ଟ୍ରକ । ଚାପି ହୋଇ ଚାଲିଗଲା ଜଣଙ୍କର ଜୀବନ । କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବାେଝେଇ ଟ୍ରକ । ପାରାଦୀପ ଯିବା ବେଳେ ଘଟିଛି ଦୁର୍ଘଟଣା । ଡ୍ରାଇଭର ଆହତ ହୋଇଛି । ବିଳମ୍ବିତ ରାତିରେ ଏପରି ଘଟଣା ଘଟିଛି । ସୂଚନା ଅନୁସାରେ ମଦ ବୋଝେଇ ଟ୍ରକଟି ପାରାଦୀପ ଯାଉଥିଲା ଏବଂ କୁଜଙ୍ଗ ବଜାର ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଡ୍ରାଇଭର ଆହତ ହୋଇଥିଲେ । ଘଟଣା ସ୍ଥଳରୁ ହାଇୱା ଗାଡି ଫେରାର ହୋଇଯାଇଛି । କୁଜଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login