The Ultimate Managed Hosting Platform
ADVERTISEMENT

ଓଲିଉଡ ଅଭିନେତ୍ରୀଙ୍କ ସଙ୍ଗୀନ ଅଭିଯୋଗ, ଲକ୍ଷ୍ମୀସାଗର ଥାନାରେ କଲେ ଏତଲା

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଯୋଜକଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଓଲିଉଡ ଅଭିନେତ୍ରୀ । ଓଲିଉଡର ଜଣେ ଆଗଧାଡିର ଅଭିନେତ୍ରୀଙ୍କ ସଙ୍ଗୀନ ଅଭିଯୋଗ । ପ୍ର ଯୋଜକ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ , ଫଟୋ ଭାଇରାଲ କରିଥିବା ଅଭିଯୋଗ । ଅଭିନେତ୍ରୀ ଅଭିଯୋଗ ପରେ ଲକ୍ଷ୍ମୀସାଗର ଥାନାରେ ମାମଲା ରୁଜୁ । ଜାତୀୟ ସ୍ତରରେ କାମ କରୁଥିବା ସିନେ ନିର୍ମାତା ଦୟାନିଧି ଦହିମାଙ୍କ ନାଁରେ ଅଭିନେତ୍ରୀଙ୍କ ସଂଗୀନ ଅଭିଯୋଗ । ଠକେଇ, ନିର୍ୟାତନା, ଭିଡିଓ ଭାଇରାଲ ନେଇ ଲକ୍ଷ୍ମୀସାଗର ଥାନାରେ ଏତଲା ଦେଇଛନ୍ତି ଅଭିନେତ୍ରୀ । ୨୦୧୯ରୁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା । ସୁଟିଂ ସେଟ୍ରେ ପୁରୁଷ ବନ୍ଧୁ ଜଣଙ୍କ ଗଣ୍ଡଗୋଳ କରୁଥିବା ନେଇ ଅଭିଯୋଗ ହୋଇଥିଲା । ଫିଲ୍ମ ଓ ବଡ଼ ବଡ଼ ପ୍ରଡ଼କ୍ସନ ହାଉସରେ କାମ ଦେବାକୁ କହି ଶାରୀରିକ ସମ୍ପର୍କ ରଖୁଥିବା ନେଇ ଅଭିଯୋଗ ହୋଇଛି । ୨୦୨୧ରେ ଆସିଥିବା ଏହି ଅଭିଯୋଗ ପରେ ଥାନାରେ ବୁଝାମଣା ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login