ଭୁବନେଶ୍ୱର : କଂଗ୍ରେସରୁ ନିଲମ୍ବିତ ହେଲେ ମନ୍ମଥ ରାଉତରାୟ । ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ । କଂଗ୍ରେସ ଶୃଙ୍ଖଳା କମିଟି ପକ୍ଷରୁ କାର୍ଯ୍ୟାନୁଷ୍ଠାନ । ପିସିସି ସଦସ୍ୟ ଥାଇ ମଧ୍ୟ କଂଗ୍ରେସର ନ ହେବା ନେଇ ମିଡିଆରେ କହିଥିଲେ । ‘ସୋ’ କଜ ନୋଟିସର ଉତ୍ତର ନ ଦେବା ପରେ କାର୍ଯ୍ୟାନୁଷ୍ଠାନ । ଏହାପୂର୍ବରୁ ଗତକାଲି ମନ୍ମଥଙ୍କ ବୟାନ ଉପରେ ପ୍ରତିକ୍ରିୟା ରଖି ବିଧାୟକ ବାପା ସୁର ରାଉତରାୟ କହିଥିଲେ, ଦଳରେ ଶୃଙ୍ଖଳା ହିଁ ସବୁକିଛି । ଦଳରେ ଯିଏ ଶୃଙ୍ଖଳା ଭଙ୍ଗ କରିବ ତାଙ୍କ ଉପରେ କାର୍ୟ୍ୟାନୁଷ୍ଠାନ । ମୋ ପୁଅ ଶୃଙ୍ଖଳା ଭଙ୍ଗ କରିଥିବାରୁ ତାଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ନିଆଗଲେ କୌଣସି ଆପତ୍ତି ନଥିବା କହିଥିଲେ ସୁର । ଏପରିକି ଦଳର ପ୍ରଭାରୀ ଯେତେବେଳେ ଏନେଇ ଆଲୋଚନା କରିଥିଲେ ସେତେବେଳେ ମଧ୍ୟ ପୁଅ ଉପରେ କାର୍ୟ୍ୟାନୁଷ୍ଠାନ ନିଆଯାଉ ବୋଲି କହିଥିଲେ ସୁର ରାଉତରାୟ । ଯାହାଦ୍ୱାରା କଂଗ୍ରେସ କର୍ମୀ ଓ ନେତାଙ୍କୁ ଦଳର ଶୃଙ୍ଖଳା ନେଇ ଭଲ ବାର୍ତ୍ତା ଯିବ । ଦଳରେ ଶୃଙ୍ଖଳା ନିହାତି ଜରୁରୀ ବୋଲି କହିଥିଲେ ସୁର ।
କଂଗ୍ରେସରୁ ମନ୍ମଥ ରାଉତରାୟ ନିଲମ୍ବିତ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







