The Ultimate Managed Hosting Platform
ADVERTISEMENT

କଂଗ୍ରେସ ପିସିସି ସଭାପତି ଭାବେ ବିଧିବଦ୍ଧ ଦାୟିତ୍ୱ ନେଲେ ଭକ୍ତ ଚରଣ

Facebook
Twitter
LinkedIn

ଭୁବନେଶ୍ୱର : ଲୋକଙ୍କୁ ଭିକ ମାଗିବୁ, ଲୋକଙ୍କ ଟଙ୍କାରେ କଂଗ୍ରେସ ତିଆରି କରିବୁ। ଆଜି ପିସିସି ସଭାପତି ଭାବେ ବିଧିବଦ୍ଧ ଦାୟିତ୍ବ ନେବା ପରେ ଏହା କହିଛନ୍ତି ଭକ୍ତ ଚରଣ ଦାସ। ସେ ଆହୁରି କହିଛନ୍ତି, ଜଣେ ପିସିସି ସଭାପତି ହେଲା ମାନେ ସିଏ ହିଁ ସବୁକିଛି, ତାହା ନୁହଁ ମତେ ଯିଏ ଯାହା କହୁ ସବୁ ଶୁଣିବାକୁ ମୁଁ ପ୍ରସ୍ତୁତ। ଲହୁ ଲୁହ ଦେଇ ଦଳକୁ ଆଗକୁ ନେବି। ସୋନିଆ ଗାନ୍ଧ ଓ ରାହୁଲ ଗାନ୍ଧୀ ବିଭିନ୍ନ ରାଜ୍ୟରେ ମୋତେ ବହୁ ବଡ଼ ଦାୟିତ୍ୱ ଦେଇଛନ୍ତି। ରାଜ୍ୟରେ ଦଳକୁ ସଂଗଠିତ କରି ତାଙ୍କ ଋଣ ଶୁଝିବି।ଜଣେ ପିସିସି ସଭାପତି ହେଲା ମାନେ ସିଏ ହିଁ ସବୁକିଛି, ତାହା ନୁହେଁ। ମତେ ଯିଏ ଯାହା କହୁ ସବୁ ଶୁଣିବାକୁ ମୁଁ ପ୍ରସ୍ତୁତ। ଲହୁ ଲୁହ ଦେଇ ଦଳକୁ ଆଗକୁ ନେବି। ସୋନିଆ ଗାନ୍ଧ ଓ ରାହୁଲ ଗାନ୍ଧୀ ବିଭିନ୍ନ ରାଜ୍ୟରେ ମୋତେ ବହୁ ବଡ଼ ଦାୟିତ୍ୱ ଦେଇଛନ୍ତି। ରାଜ୍ୟରେ ଦଳକୁ ସଂଗଠିତ କରି ତାଙ୍କ ଋଣ ଶୁଝିବି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT

Login