The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କଂଗ୍ରେସ ଭବନରେ ଖୋଲିବ ମହିଳା ଅଭିଯୋଗ ପ୍ରକୋଷ୍ଠ , ୨୪ରେ ପାଳନ କରିବ ଶ୍ରଦ୍ଧାଞ୍ଜଳୀ ଦିବସ

Facebook
Twitter
LinkedIn

ଭୁବନେଶ୍ୱର : କଂଗ୍ରେସ ଭବନରେ ଖୁବଶୀଘ୍ର ମହିଳା ଅଭିଯୋଗ ପ୍ରକୋଷ୍ଠ ଖୋଲିବ । ଏକ ସ୍ୱତନ୍ତ୍ର ମହିଳା ଆପ ବି ଲଞ୍ଚ କରିବ କଂଗ୍ରେସ । ଏହା ଛଡା ଆସନ୍ତା ୨୪ ତାରିଖରେ କଂଗ୍ରେସ ରାଜ୍ୟ ସାରା ପାଳନ କରିବ ଶ୍ରଦ୍ଧାଞ୍ଜଳୀ ଦିବସ । ଏ ନେଇ ଘୋଷଣା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି, ରାଜ୍ୟରେ ଅସୁବିଧାରେ ଥିବା ମହିଳାମାନେ ଏହି ଆପ୍‌ରେ ଆସି ଅଭିଯୋଗ କରି ପାରିବେ। ମହିଳାଙ୍କ ଅସୁବିଧା କଂଗ୍ରେସ ସମାଧାନ କରିବ। ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କ ଶ୍ରାଦ୍ଧ ଦିବସ ଥିବାରୁ ଏହି କାର୍ୟ୍ୟକ୍ରମ ହାତକୁ ନେଇଛି କଂଗ୍ରେସ। କଂଗ୍ରେସ ସହ ସାମିଲ ହେବେ ୮ ବାମ ପନ୍ଥୀ ଦଳ। ରାଜ୍ୟରେ ଗତ କିଛି ଦିନରେ ହତ୍ୟା, ଆତ୍ମହତ୍ୟାର ଶିକାର ହୋଇଥିବା ଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏହା ପାଳିତ ହେବ। କଲେଜ୍ ଓ ୟୁନିଭରସିଟିରେ ଦୁଇ ମିନିଟ ପାଇଁ ନିରବ ପ୍ରାର୍ଥନା ସହ ଏହି ଦିବସ ପାଳନ ପାଇଁ ନିବେଦନ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login