The Ultimate Managed Hosting Platform
ADVERTISEMENT

କଟକରେ କଟକଣା, ପଣା ସଂକ୍ରାନ୍ତି ପାଇଁ କମିଶନରେଟ ପୋଲିସ ପକ୍ଷରୁ ଗାଇଡଲାଇନ ଜାରି

Facebook
Twitter
LinkedIn

କଟକ : ପଣା ସଂକ୍ରାନ୍ତି ପାଇଁ କଟକରେ କଟକଣା । ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ ପାଇଁ କମିଶନରେଟ ପୋଲିସ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ସେହିଦିନ ହନୁମାନ ମନ୍ଦିର ଥିବା ସ୍ଥାନରେ ଅଧିକ ଫୋର୍ସ ଜଗିବେ । ସହରରେ ମୁତୟନ ହେବେ ୧୦ ପ୍ଲାଟୁନ ଫୋର୍ସ ବୋଲି କମିଶନରେଟ ପୋଲିସ ପକ୍ଷରୁ କୁହାଯାଇଛି । ସେହିପରି ନିଶା ଦ୍ରବ୍ୟ ସେବନ କରି ରାସ୍ତା ଘଟଣାରେ ଗଣ୍ଡଗୋଳ ନ କରିବାକୁ ଅପିଲ କରିଛନ୍ତି କଟକ ଡିସିପି । ସମସ୍ତ ଥାନାକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଶୋଭାଯାତ୍ରା ରୁଟ ରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଘରର ବରିଷ୍ଠ ସଦସ୍ୟ ବା ମୁରବିମାନେ ନିଜ ପିଲାମାନଙ୍କୁ ଶୃଙ୍ଖଳିତ ଆଚରଣ କରି ସଂଯମତା ର ସହିତ ପର୍ବ ପାଳନ ପାଇଁ ପରାମର୍ଶ ଦେବାକୁ ଅପିଲ କରିଛନ୍ତି ଡିସିପି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login