ଭୁବନେଶ୍ୱର : ଓଡ଼ିଶାର କଟକ ଏବଂ ରାୟଗଡା ଜିଲ୍ଲାରେ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ୫୦୯ କୋଟି ଟଙ୍କା ଅନୁମୋଦନ । ଏହି ପଦକ୍ଷେପ ଭାରତୀୟ ରେଳର ଭିତ୍ତିଭୂମି ସୁଦୃଢ କରିବ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତାଙ୍କର ଗତ ଓଡିଶା ଗସ୍ତ ସମୟରେ ଓଡିଶାରେ ଏହି ରେଳ ଭିତ୍ତିଭୂମି ପ୍ରକଳ୍ପର ମଞ୍ଜୁରୀ ବିଷୟରେ ଉଲ୍ଲେଖ କରିଥିଲେ ।କଟକ ଜିଲ୍ଲାର ରାଜଆଠଗଡ଼-ରାଧାକିଶୋରପୁର ଏବଂ ମାଛପୁର ମଧ୍ୟରେ ୧୦.୮୯ କିଲୋମିଟର ଦୈର୍ଘ୍ୟ ରେଳ ଫ୍ଲାଏଓଭର ହେବ । ଏହି ଭିତ୍ତିଭୂମି କ୍ରସ୍ ଟ୍ରାଫିକ୍ ଜନିତ ସମସ୍ୟାକୁ ଦୂରକାରୀ ଏକକାଳୀନ ଟ୍ରେନ୍ ଚଳାଚଳକୁ ସୁଗମ କରି କାର୍ୟ୍ୟକ୍ଷମ ସହ କ୍ଷମତା ବୃଦ୍ଧି କରିବ । ଏହି ପ୍ରକଳ୍ପ ପାଇଁ ମୋଟ ମୂଲ୍ୟ ୨୬୮.୯୨ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
ସେହିପରି ରାୟଗଡା ଜିଲ୍ଲାର ସିଙ୍ଗାପୁର ରୋଡ ଷ୍ଟେସନରେ ୫.୫୦ କିଲୋମିଟର ଦୈର୍ଘ୍ୟ ରେଳ ଫ୍ଲାଏ ଓଭର ନିର୍ମାଣ ହେବ, ଯାହା ରାୟପୁର-ବିଜୟନଗରମ ରେଳ ଲାଇନରେ ଟ୍ରାଫିକ ସମସ୍ୟାକୁ ଦୂର କରିବ । ଏହି ବିକାଶ ସିଙ୍ଗାପୁର ରୋଡ଼ ଷ୍ଟେସନ ସହ ପାର୍ଶ୍ଵବର୍ତ୍ତୀ ଷ୍ଟେସନରେ ନିରବଚ୍ଛିନ୍ନ ଟ୍ରେନ୍ ଚଳାଚଳ ପାଇଁ ଅନୁମତି ଦେବ, କ୍ରସ୍ ଟ୍ରାଫିକ୍ କାରଣରୁ ସୃଷ୍ଟି ହେଉଥିବା ବିଳମ୍ବକୁ ଏଡାଇବ । ଏହି ପ୍ରକଳ୍ପର ଆନୁମାନିକ ମୂଲ୍ୟ ୨୩୯.୮୩ କୋଟି ଟଙ୍କା ଅଟେ ।
କଟକ ଏବଂ ରାୟଗଡାରେ ନିର୍ମାଣ ହେବ ରେଳ ଫ୍ଲାଏଓଭର, ୫୦୯ କୋଟି ମଞ୍ଜୁରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
Casino770 : analyse de son offre et de sa situation en France
Casino770 reste une marque de casino en ligne connue, avec une présence documentée depuis plusieurs années et un catalogue historique...
betriviera comparé selon le support crypto et les services bancaires en euros
Pour choisir une plateforme de casino, le moyen de dépôt compte presque autant que les jeux. Cette analyse de casino...
Betzino propose-t-il des loteries, des lootboxes ou des jeux à gains ?
Vous cherchez à savoir si Betzino propose autre chose que les machines à sous, la roulette et le casino en...
winshark casino: Wagering-Anforderungen verständlich erklärt
Wer den winshark casino Wagering Requirements näher betrachtet, sollte nicht nur auf die beworbene Bonusgröße achten. Entscheidend sind Umsatzfaktor, Höchsteinsatz,...







