The Ultimate Managed Hosting Platform
ADVERTISEMENT

କନ୍ଧମାଳରେ ଗଡିଲା ଲକ୍ଷ୍ମୀ ବସ

Facebook
Twitter
LinkedIn

ଫୁଲବାଣୀ: ରାଜ୍ୟରେ ଆଜି ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ ସେବାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହିକ୍ରମରେ କନ୍ଧମାଳ ଜିଲ୍ଲାରେ ୫୦ଟି ବସର ଶୁଭାରମ୍ଭ ହୋଇଛି । ଏହି ବସ ପ୍ରତି ପଞ୍ଚାୟତରୁ ବ୍ଳକ୍ ମୁଖ୍ୟାଳୟକୁ ଗଡିବ। ଏହି ସେବା ଦ୍ୱାରା ଛାତ୍ରଛାତ୍ରୀ ଏବଂ ମହିଳାଙ୍କ ସହ ସାଧାରଣ ଲୋକମାନେ ବେଶ ଉପକୃତ ହୋଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ ଉଦଘାଟନୀ ଉତ୍ସବରେ କହିଛନ୍ତି । ସାଧାରଣ ଲୋକେ ଓ ଛାତ୍ରଛାତ୍ରୀ ମାନେ ସ୍କୁଲ କିମ୍ବା କଲେଜକୁ ଏହି ଲକ୍ଷ୍ମୀ ବସ ମାଧ୍ୟମରେ ମାତ୍ର ୫ ଟଙ୍କା ଦେଇ ଯାତାୟତ କରିପାରିବା ସହ ଦୁର୍ଗମ ଅଞ୍ଚଳକୁ ମଧ୍ୟ ଗମନା ଗମନ ସୁଗମ୍ୟ ହୋଇପାରିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login