ନୂଆଦିଲ୍ଲୀ : ୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ ୧୯ ଟଙ୍କା କମିଲା । ଦିଲ୍ଲୀରେ କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ ୧୭୪୫ ଟଙ୍କାକୁ କମିଲା । ଏହା ବ୍ୟବସାୟୀମାନଙ୍କୁ କିଛିଟା ଆଶ୍ୱସ୍ତି ଦେଇଛି। ପୂର୍ବରୁ ଜାନୁଆରୀରେ ୧୯ କିଲୋଗ୍ରାମ କମର୍ସିଆଲ ଏଲପିଜି ସିଲିଣ୍ଡରର ଦର ୧.୫୦ ଟଙ୍କା ବଢ଼ିଥିଲା। ଫେବ୍ରୁଆରୀରେ ୧୪ ଟଙ୍କା ବୃଦ୍ଧି ହୋଇଥିଲା।
Views: 86











