The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

କମ୍ପ୍ଲେକ୍ସରେ ସିରିଜ ଚୋରି

Facebook
Twitter
LinkedIn

ଦିଗପହଣ୍ଡି : ୪ଟି ଦୋକାନରେ କଳାକନା ବୁଲାଇଲେ ଦୁର୍ବୁତ୍ତ । ଦିଗପହଣ୍ଡି ଥାନା ଛେମୁଣ୍ଡି କଲେଜ ନିକଟ କମ୍ପେକ୍ସରେ ସିରିଜ ଚୋରି । ଦୋକାନ ସାମଗ୍ରୀ ସହ ସିସିଟିଭି ହାର୍ଡ ଡିସ୍କ ନେଇଯାଇଥିବା ସୂଚନା । ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡି ଖେମୁଣ୍ଡି କଲେଜ ସମ୍ମୁଖରେ ଥିବା ଏକ କମ୍ପ୍ଲେକ୍ସର ୪ଟି ଦୋକାନ ତାଲା ଭାଙ୍ଗି କଳାକନା ବୁଲାଇଛନ୍ତି ଦୁର୍ବୁତ୍ତ । ଦୋକାନରେ ଥିବା କଇଚି ସାମଗ୍ରୀ ସହ ନଗଦ ଟଙ୍କା ଚୋରି କରି ନେଇଛନ୍ତି ଚୋର । ଆଜି ସକାଳୁ ଦୋକାନୀ ମାନେ ଦୋକାନ ଖୋଲିବା ପାଇଁ ଯାଇଥିବା ବେଳେ ଚୋରି ହୋଇଥିବା ଦେଖିବାକୁ ପାଇଥିଲେ । ଏ ନେଇ ଦିଗପହଣ୍ଡି ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଥିବା ବେଳେ ସିସିଟିଭି ଯାଞ୍ଚ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login