The Ultimate Managed Hosting Platform
ADVERTISEMENT

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା : ବାଲେଶ୍ୱରରେ ପଶ୍ଚିମବଙ୍ଗର ଡାକ୍ତରୀ ଦଳ

Facebook
Twitter
LinkedIn

ବାଲେଶ୍ୱର : ବାଲେଶ୍ୱର ଡାକ୍ତର ଖାନାପେ ଉପସ୍ଥିତ ଅଛନ୍ତି ପଶ୍ଚିମବଙ୍ଗ ଡାକ୍ତରୀ ଦଳ । ବାଲେଶ୍ୱର ଡାକ୍ତରଖାନାରେ ୨୦୦ରୁ ଅଧିକ ଆହତ ଚିକିତ୍ସାଧୀନ । ପଶ୍ଚିମବଙ୍ଗର ୩୬ଟି ଆମ୍ବୁଲାନ୍ସ ମଧ୍ୟ ବାଲେଶ୍ୱର ମେଡିକାଲରେ ମହଜୁଦ ।
ଏଯାଏଁ ୨୩୮ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ଉଦ୍ଧାର କାର୍ୟ୍ୟ ଏବେବି ଜାରି ରହିଛି । ତେଣୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ । ଏହାସହ ଗୁରୁତର ଆହତ ଓ ଆହତଙ୍କୁ ବାଲେଶ୍ୱର, ଭଦ୍ରକ, ସୋର, ଖନ୍ତାପଡା ମେଡିକାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଥିବା ଦକ୍ଷିଣ-ପୂର୍ବ ରେଳ ବିଭାଗର ସୂଚନା ଦେଇଛି । ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟରେ ଲାଗିଛନ୍ତି ଏନଡିଆରଏଫ୍, ଏସଡିଆରଏଫ୍ ସହ ଅଗ୍ନିଶମ ବିଭାଗ ।ଏଥିରେ ମହିଳା ସୁରକ୍ଷାବଳ ମଧ୍ୟ ନିୟୋଜିତ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଫୁଲୁଛି ବ୍ରାହ୍ଣଣୀ : ସପ୍ତାହେ ହେଲାଣି କମୁନି ଜଳସ୍ତର, ସେପଟେ ମନ୍ଦିରା ଡ୍ୟାମ ଖୋଲିଲା ୮ ଗେଟ

ବୈତରଣୀରେ ବନ୍ୟା : ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତର ନିଦେ୍ର୍ଦଶ

ମୟୂରଭଞ୍ଚ : ମୟୂରଭଞ୍ଚ ଓ କେନ୍ଦୁଝରରେ ଅତ୍ୟଧିକ ବର୍ଷା । ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି । ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି...

ଓମ ଶାନ୍ତିରୁ ମୋଦିଙ୍କ ସମ୍ବୋଧନ; କଳ୍ପନାଠୁ ବି ବଡ ଦଣ୍ଡ ମିଳିବ , ଆତଙ୍କବାଦୀଙ୍କୁ ମାଟିରେ ମିଶେଇଦେବୁ

ପୁଣି ବିଶ୍ୱର ୧ ନଂ ଲୋକପ୍ରିୟ ନେତା ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ବିଶ୍ୱର ସବୁଠୁ ୧ ନଂ ଲୋକପ୍ରିୟ ନେତା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆମେରିକୀୟ ବ୍ୟବସାୟିକ ଗୁଇନ୍ଦା କମ୍ପାନୀ ମର୍ଣ୍ଣିଂ କନସଲ୍ଟ ଜୁଲାଇ...

ADVERTISEMENT