ଆଠଗଡ : ମୁହାଁମୁହିଁ ପିଟି ହେଲା ଦୁଇଟି ଗାଡ଼ି ।କାର-ଟ୍ରକ ମୁହାଁମୁହିଁ ଧକ୍କାରେ ୪ ମୃତ ହୋଇଥିବା ବେଳେ ଜଣେ ଗୁରୁତର । ତିଗିରିଆ ଥାନା ନୂଆସଡକ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ଗୁରୁତର ଜଣେ ଯୁବକଙ୍କୁ କଟକ ସ୍ଥାନାନ୍ତର ।
Views: 78
ଆଠଗଡ : ମୁହାଁମୁହିଁ ପିଟି ହେଲା ଦୁଇଟି ଗାଡ଼ି ।କାର-ଟ୍ରକ ମୁହାଁମୁହିଁ ଧକ୍କାରେ ୪ ମୃତ ହୋଇଥିବା ବେଳେ ଜଣେ ଗୁରୁତର । ତିଗିରିଆ ଥାନା ନୂଆସଡକ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ଗୁରୁତର ଜଣେ ଯୁବକଙ୍କୁ କଟକ ସ୍ଥାନାନ୍ତର ।
ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...
ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...
ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...
ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...