The Ultimate Managed Hosting Platform
ADVERTISEMENT

କାର ଧକ୍କାରେ ମାଆପୁଅ ଗୁରୁତର

Facebook
Twitter
LinkedIn

ଆନନ୍ଦପୁର : କାର ଧକ୍କାରେ ସାଇକେଲରେ ଯାଉଥିବା ମାଆପୁଅ ଗୁରୁତର । ସାଇକେଲକୁ ଧକ୍କା ଦେଇ ରାସ୍ତାକଡକୁ ଖସି ପଡିଲା କାର । ଆନନ୍ଦପୁର-ଭଦ୍ରକ ରାସ୍ତାର ଅଣା ଛକରେ ଦୁର୍ଘଟଣା । ଗୁରୁତର ସାଇକେଲ ଆରୋହୀ ମାଆପୁଅ ହସ୍ପିଟାଲରେ ଭର୍ତ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

Operation Sindoor : ଭାରତ-ପାକ ଯୁଦ୍ଧ: ପାକିସ୍ତାନକୁ ଆମେରିକା ରାଷ୍ଟ୍ରପତିଙ୍କ କଡା ଚେତାବନୀ

ଭାରତକୁ ଟ୍ରମ୍ପଙ୍କ ଧମକ , ୨୪ ଘଣ୍ଟାରେ ଶୁଳ୍କ ବୃଦ୍ଧି କରିବେ ଟ୍ରମ୍ପ

ନୂଆଦିଲ୍ଲୀ : ଭାରତକୁ ଟ୍ରମ୍ପଙ୍କ ନୂଆ ଧମକ । ୨୪ ଘଣ୍ଟାରେ ଭାରତ ଉପରେ ବଡ଼ ଶୁଳ୍କ ବୃଦ୍ଧି କରିବାକୁ ଧମକ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ।...

ADVERTISEMENT
ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲିରେ ଥିବା ଅମ୍ଲଜାନ ପ୍ଲାଣ୍ଟରେ ବିସ୍ଫୋରଣ

ମୋହାଲି : ମୋହାଲି ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ। ଚାଲିଗଲା ୨ଜଣକ ଜୀବନ। ବୁଧବାର ଦିନ ପଞ୍ଜାବର ମୋହାଲିରେ ଏକ ଅକ୍ସିଜେନ ପ୍ଲାଣ୍ଟରେ ବଡ଼ ବିସ୍ଫୋରଣ ଘଟିବାରୁ ଏପର୍ୟ୍ୟନ୍ତ...

Login