The Ultimate Managed Hosting Platform
ADVERTISEMENT

କାର ଧକ୍କାରେ ୩ ମୃତ

Facebook
Twitter
LinkedIn

ଦଶପଲ୍ଲା : ଟ୍ରକ ଧକ୍କାରେ ବାଇକରେ ଥିବା ୩ ଜଣ ମୃତ । ଦଶପଲ୍ଲା ଥାନା ସୁବଳୟା ଛକ ନିକଟରେ ଦୁର୍ଘଟଣା । ତେବେ ମୃତକଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ କରୁଛି । ମୃତକ ହେଲେ ଦଶପଲ୍ଲା ଅଞ୍ଚଲର ସିତୁ ଖାଁ, ଦୀପକ ମେଦିନିରା ଏବଂ ଗୋକୁଳ ନାୟକ ବୋଲି ଜଣା ପଡିଛି । ତେବେ ଓଡି ୨୫କେ ୬୪୩୮ ନମ୍ବର ବାଇକ ରେ ୩ ଜଣ ଯାଉଥିବା ବେଳେ ସିଜି ୦୭ ବିପି ୨୯୭୧ ନମ୍ବର ଏକ କାର ସହ ଧକ୍କା ହୋଇଥିଲା । ଫଳରେ ୩ ଜଣ ବାଇକ ଆରୋହୀଙ୍କ ମଧ୍ୟରୁ ୨ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କର ଅବସ୍ଥା ସଂକଟାପନ୍ନ ଥିଲା । ଗୁରୁତରଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଖବର ଗୁଜବ, ମୁଁ ସୁସ୍ଥ : ଜୁଏଲ ଓରାମ

ଆଉ ନିର୍ବାଚନ ଲଢିବିନି , ଏଥର ଯୁବପିଢୀଙ୍କୁ ସୁଯୋଗ ଦେବି : ଜୁଏଲ

ଭୁବନେଶ୍ୱର : ଆଉ ନିର୍ବାଚନ ଲଢିବିନି କହିଲେ ସୁନ୍ଦରଗଡ ସାଂସଦ ଜୁଏଲ ଓରାମ । ସମ୍ବଲପୁରରେ ଅନୁଷ୍ଠିତ ରୋଜଗାର ମେଳାରେ ଜୁଏଲଙ୍କ ବୟାନ । ଗତ ନିର୍ବାଚନ...

ADVERTISEMENT

Login