The Ultimate Managed Hosting Platform
ADVERTISEMENT

କାର-ବାଇକ ଧକ୍କା, ୩ ମୃତ

Facebook
Twitter
LinkedIn

ଭୁବନେଶ୍ୱର : ବାଇକକୁ ଧକ୍କା ଦେଲା କାର । ଦୁର୍ଘଟଣାରେ ୩ ଜଣଙ୍କର ଚାଲିଗଲା ଜୀବନ । ବଡଗଡ ଥାନା ଟଙ୍କପାଣି ସାଇ ମନ୍ଦିର ନିକଟରେ ଦୁର୍ଘଟଣା । ଜଗତସିଂହପୁରରୁ ପୁରୀ ଅଭିମୁଖେ ଯାଉଥିଲା କାର୍ । ବାଇକରେ ଥିବା ୩ ଯୁବକ ମୃତ, ପରିଚୟ ମିଳିନି ।ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ମିଳିଥିବା ଖବର ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ତିନି ଜଣ ଯୁବକ ଏକ ବାକରେ ଯାଉଥିଲେ । ହେଲେ ପୁରୀ ବାଇପାସ ସାଇମନ୍ଦିର ନିକଟରେ ବାଇକକୁ ଧକ୍କା ଦେଇଥିଲା କାର୍ । ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login