The Ultimate Managed Hosting Platform
ADVERTISEMENT

କାର ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ

Facebook
Twitter
LinkedIn

ଗଜପତି : କାର ବାଇକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜୀବନ ହାରିଲେ ବାଇକ ଚାଳକ । ଘଟଣା ଘଟିଛି ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଶିଆଳିଲଟି ଗ୍ରାମ ନିକଟରେ ।ସୂଚନା ମୁତାବକ ନିଜ ଗ୍ରାମ କାମପଦରରୁ ଚୁଡଙ୍ଗପୂର ଆଡକୁ ବାଇକ ଆରୋହୀ ବସନ୍ତ ବୀର ଯାଉଥିବା ବେଳେ ଅପର ପାର୍ଶ୍ଵରୁ ଆସୁଥିବା ଏକ କାର ସହିତ ବାଇକର ମୁହାଁ ମୁହିଁ ଧକ୍କା ହୋଇଥିଲା । ଫଳରେ ବାଇକ ଚାଳକ ବସନ୍ତ ଗୁରୁତର ଆହତ ହୋଇଥିଲେ । ବସନ୍ତକୁ ଏକ କାର ଯୋଗେ ମୋହନା ମେଡିକାଲକୁ ସ୍ଥାନୀୟ ଲୋକ ଆଣିଥିଲେ କିନ୍ତୁ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ଘଟଣା ସ୍ଥଳରୁ କାର ଡ୍ରାଇଭର ଫେରାର ଥିବା ଜଣା ପଡିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login