The Ultimate Managed Hosting Platform
ADVERTISEMENT

କାଲିଠୁ ବର୍ଷିବ !

Facebook
Twitter
LinkedIn

ଭୁବନେଶ୍ୱର: ତାତିପରେ ବଦଳିଲା ପାଗ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଆକାଶ ମେଘୁଆ ରହିବା ସହିତ ହାଲୁକା କୁହୁଡ଼ି ଦେଖିବାକୁ ମିଳିଛି । ମେଘୁଆ ପାଗ ପ୍ରଭାବରେ ଗତକାଲି ରାତିର ତାପମାତ୍ରା ୨ ଡିଗ୍ରୀ ପର୍ୟ୍ୟନ୍ତ କମିଛି । ପଶ୍ଚିମାଝଡ଼ ପ୍ରଭାବରେ ଏଭଳି ପାଗ ପରିବର୍ତ୍ତନ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ଏହି ପଶ୍ଚିମାଝଡ଼ ପ୍ରଭାବରେ ଆସନ୍ତାକାଲିଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । ୧୧ତାରିଖରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଖାଁ ଖାଁ ଶ୍ରୀମନ୍ଦିର, ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା

ଖାଁ ଖାଁ ଶ୍ରୀମନ୍ଦିର, ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା

ପୁରୀ : ଏବେ ନୀଳକନ୍ଦର ଛୀଡି ବଡଦାଣ୍ଡରେ ବଳିଆରଭୂଜ । ନବଦିନାତ୍ମକ ଲୀଳାଖେଳା କରୁଛନ୍ତି ବିଶ୍ୱନିୟନ୍ତା । ଧରାପୃଷ୍ଠରେ ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ ।...

ADVERTISEMENT

Login