The Ultimate Managed Hosting Platform
ADVERTISEMENT

କାଲିଠୁ ୨୫ ଯାଏଁ ବର୍ଷା !

Facebook
Twitter
LinkedIn

ଭୁବନେଶ୍ୱର : ବଙ୍ଗୋପସାଗରରେ ଅବପାତ ଅଧିକ ଘନୀଭୂତ ହେଉଛି । ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତ ହେବ । କାଲି ସୁଦ୍ଧା ଗଭୀର ଅବପାତ ବାତ୍ୟାର ରୂପ ନେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ପରବର୍ତ୍ତୀ ୧୨ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ତା ପରେ ଦିଗ ବଦଳାଇ ଉତ୍ତର-ପଶ୍ଚିମ ପୂର୍ବକୁ ଗତି କରିବା ସମ୍ଭାବନା । ପରବର୍ତ୍ତୀ ୩ ଦିନରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ମୁହାଁ ହେବ । ପ୍ରଭାବରେ କାଲିଠୁ ଉପକୂଳ ଓଡିଶାରେ ହାଲୁକାରୁ ମଧ୍ୟମ ବର୍ଷା । ୨୪ରୁ ଉତ୍ତର ଉପକୂଳ ଓ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା । ୨୬ ତାରିଖ ପର୍ଯ୍ୟନ୍ତ ପ୍ରଭାବ ରହିବା ନେଇ ପାଣିପାଗ କେନ୍ଦ୍ରର ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login