ଭୁବନେଶ୍ୱର : ଆସନ୍ତାକାଲି ଓଡିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ ସ୍ମୃତି । ପାରାଦୀପ କୁଜଙ୍ଗ ଠାରେ ସ୍ମୃତି ଇରାନୀଙ୍କ ପ୍ରଥମ ସଭା । କେନ୍ଦ୍ରାପଡା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀଙ୍କ ୨ୟ ସଭା । ଆଳି ପରେ ରେମୁଣାରେ ନିର୍ବାଚନୀ ସଭାରେ ଯୋଗଦେବେ ସ୍ମୃତି । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର କରିବେ ସ୍ମୃତି ଇରାନୀ ।
Views: 57