ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ବନକ ଲାଗି ନୀତି । ବନକଲାଗି ନୀତି ପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ । ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Views: 106











