ତାଳଚେର : କୁଖ୍ୟାତ ଅପରାଧିକୁ ଏନକାଉଣ୍ଟର । ସ୍କଟଲ୍ୟାଣ୍ଡର ଜଙ୍ଗଲରେ ପୋଲିସର ଏନକାଉଣ୍ଟର । କୁଖ୍ୟାତ ଅପରାଧି ସୁଶାନ୍ତ ନାୟକ ଗୁରୁତର । ପୋଲିସକୁ ଦେଖି ପ୍ରଥମେ ୩ ରାଉଣ୍ଡ ଗୁଳି କରିଥିଲା ସୁଶାନ୍ତ । ପରେ ପୋଲିସର ପାଲଟା ଗୁଳିରେ ସୁଶାନ୍ତ ଗୁରୁତର ହୋଇଛି । ସୁଶାନ୍ତ ନାଁରେ ତାଳଚେର ସମେତ ବିଭିନ୍ନ ଅପରାଧିକ ମାମଲା ରହିଛି । ସୁଶାନ୍ତ ସହ ଅନ୍ୟ ଜଣଙ୍କୁ ଗିରଫ କରିଛି ପୋଲିସ ।
Views: 23