ନୂଆଦିଲ୍ଲୀ : କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନରେ ସାମିଲ ହେଲେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି । ଏଥିପାଇଁ ଦିଲ୍ଲୀର ଜନ୍ତର ମନ୍ତରରେ କୁସ୍ତିଯୋଦ୍ଧାଙ୍କ ପାଖରେ ପହଞ୍ଚିଛନ୍ତି ପ୍ରିୟଙ୍କା । କୁସ୍ତିଯୋଦ୍ଧା ଦେଉଥିବା ଧାରଣାରେ ସାଙ୍ଗ ହୋଇ ବସିଛନ୍ତି ପ୍ରିୟଙ୍କା। କୁସ୍ତିଯୋଦ୍ଧା ସଂଘର ସଭାପତି ବ୍ରିଜ ଭୂଷଣ ସିଂଙ୍କ ଉପରେ ଯୌନ ଉତ୍ପୀଡ଼ନ ଅଭିଯୋଗ କରିଛନ୍ତି। ଦିଲ୍ଲୀର କନ୍ନାଟ୍ ପ୍ଲେସ୍ ପୋଲିସ୍ ଷ୍ଟେସନରେ ରେସଲିଂ ଫେଡେରେସନ୍ ଅଫ୍ ଇଣ୍ଡିଆର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦୁଇଟି ଏଫ୍ଆଇଆର୍ ରେଜିଷ୍ଟ୍ରର ହୋଇଛି। ପ୍ରିୟଙ୍କାଙ୍କୁ ଖେଳାଳିମାନେ ସେମାନଙ୍କ ସମସ୍ୟା ବିଷୟରେ କହିଥିଲେ।
ଭାରତୀୟ ରେସଲିଂ ଫେଡେରେଶନ ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୈ÷ାନ ଶୋଷଣ ମାମଲାରେ ଶୁକ୍ରବାର ଦିନ ସୁପ୍ରିମକୋର୍ଟରେ ଏକ ପିଟିସନର ଶୁଣାଣି କରାଯାଇଥିଲା। ଦିଲ୍ଲୀ ପୋଲିସ ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ୭ ଜଣ ମହିଳା କୁସ୍ତି ଯୈ÷ାନ ନିର୍ୟାତନା ଅଭିଯୋଗରେ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଶୁକ୍ରବାର ଦିନ ଏଫଆଇଆର ପଞ୍ଜିକରଣ କରିବାକୁ ନିଷ୍ପତ୍ତି ନେଇଛି।
କୁସ୍ତିଯୋଦ୍ଧାଙ୍କ ସହିତ ଧାରଣାରେ ବସିଲେ ପ୍ରିୟଙ୍କା ଗାନ୍ଧି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











