The Ultimate Managed Hosting Platform
ADVERTISEMENT

କେଜ୍ରିୱାଲଙ୍କୁ ମିଳିଲାନି ଜାମିନ

Facebook
Twitter
LinkedIn

ନୂଆଦିଲ୍ଲୀ : ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ସୁପ୍ରିମକୋର୍ଟଙ୍କ ଝଟକା । ଦିଲ୍ଳୀ ମଦ ନୀତି ମାମଲାରେ ସୁପ୍ରିମକୋର୍ଟ ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଜଷ୍ଟିସ ସୂର୍ୟ୍ୟକାନ୍ତ ଏବଂ ଉଜଲ ଭୁୟାଙ୍କ ଦ୍ବାରା ଗଠିତ ଏକ ଖଣ୍ଡପୀଠ ଏ ନେଇ ରାୟ ପ୍ରକାଶ କରିଛନ୍ତି। କେଜ୍ରିୱାଲ୍ ସିବିଆଇ ଦ୍ବାରା ହୋଇଥିବା ଗିରଫକୁ ଚ୍ୟାଲେଞ୍ଜ କରି ଜାମିନ ଆବେଦନ କରିଥିଲେ। ଏବେ ଅନ୍ତରୀଣ ଜାମିନ ମିଳିପାରିବ ନାହିଁ ବୋଲି ଦର୍ଶାଇ କୋର୍ଟ ଅଗଷ୍ଟ ୨୩ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ୟ୍ୟ କରିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login