The Ultimate Managed Hosting Platform
ADVERTISEMENT

କେନ୍ଦୁଝରରେ ୪୦ ହଜାର କୋଟି ଟଙ୍କାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ : ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

କେନ୍ଦୁଝର : କେନ୍ଦୁଝରର ପାଟଣାରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ। ଚମ୍ପୁଆର ଚନ୍ଦ୍ରଶେଖର ମହାବିଦ୍ୟାଳୟ ବାର୍ଷିକ ଉତ୍ସବରେ ଯୋଗ ଦେବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜେଏସଡବ୍ଲ୍ୟୁ ଓ ପୋସ୍କୋ ସହ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ନେଇ ଏମଓୟୁ ସ୍ବାକ୍ଷର ହୋଇଛି । ୪୦ ହଜାର କୋଟି ଟଙ୍କା ବ୍ୟୟରେ ବାର୍ଷିକ ୫ମିଲିଟନ ଟନ ଷ୍ଟିଲ ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଚମ୍ପୁଆ ଚନ୍ଦ୍ରଶେଖର ମହାବିଦ୍ୟାଳୟକକୁ ୪ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଏହାକୁ ଏକ ଅଟୋନୋମସ କଲେଜ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login